ବୀର ଶହୀଦ ପିଣ୍ଡିକି ବାହୁବଳେନ୍ଦ୍ରଙ୍କ ସ୍ମରଣ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 9 ଅଗଷ୍ଟ (ହି.ସ.)- ବୀର ଶହୀଦ ପିଣ୍ଡିକି ବାହୁବଳେନ୍ଦ୍ରଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଭାରତୀୟ ମୁକ୍ତି ସଂଗ୍ରାମର ଓଡ଼ିଆ ଯୋଦ୍ଧା, ବୀର ଶହୀଦ ପିଣ୍ଡିକି ବାହ
ବୀର ଶହୀଦ ପିଣ୍ଡିକି ବାହୁବଳେନ୍ଦ୍ରଙ୍କ ସ୍ମରଣ କଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 9 ଅଗଷ୍ଟ (ହି.ସ.)- ବୀର ଶହୀଦ ପିଣ୍ଡିକି ବାହୁବଳେନ୍ଦ୍ରଙ୍କ ସ୍ମୃତିଚାରଣ କରିଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ଭାରତୀୟ ମୁକ୍ତି ସଂଗ୍ରାମର ଓଡ଼ିଆ ଯୋଦ୍ଧା, ବୀର ଶହୀଦ ପିଣ୍ଡିକି

ବାହୁବଳେନ୍ଦ୍ରଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କର ଶୌର୍ଯ୍ୟ,

ବୀରତ୍ଵ

ଏବଂ ବଳିଦାନ ପାଇଁ ସେ ସର୍ବଦା ଦେଶବାସୀଙ୍କ ମନରେ ଅମର ହୋଇ ରହିବେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande