ପବିତ୍ର ରାକ୍ଷୀ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 9 ଅଗଷ୍ଟ (ହି.ସ.)- ପବିତ୍ର ରାକ୍ଷୀ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ରାକ୍ଷୀ ପୂର୍ଣ୍ଣିମାର ଶୁଭେଚ୍ଛା ଓ ଅଭିନନ୍ଦନ। ସୁରକ୍ଷା ଓ ବିଶ୍ୱାସର ଏହି ବନ୍ଧନ ସର୍ବଦା
ପବିତ୍ର ରାକ୍ଷୀ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 9 ଅଗଷ୍ଟ (ହି.ସ.)- ପବିତ୍ର ରାକ୍ଷୀ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା

ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ରାକ୍ଷୀ

ପୂର୍ଣ୍ଣିମାର ଶୁଭେଚ୍ଛା ଓ ଅଭିନନ୍ଦନ। ସୁରକ୍ଷା ଓ ବିଶ୍ୱାସର ଏହି ବନ୍ଧନ ସର୍ବଦା ଅତୁଟ ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande