ଆଜି ରାଜ୍ୟସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବର ଉଦ୍‌ଯାପନୀ ସମାରୋହ
ଭୁବନେଶ୍ୱର, 01 ସେପ୍ଟେମ୍ବର (ହି.ସ.) ଆଜି ରାଜ୍ୟସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ। ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମ ଉତ୍କଳ ରଙ୍ଗମଞ୍ଚ, ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଠାରେ
ଆଜି ରାଜ୍ୟସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବର ଉଦ୍‌ଯାପନୀ ସମାରୋହ


ଭୁବନେଶ୍ୱର, 01 ସେପ୍ଟେମ୍ବର (ହି.ସ.) ଆଜି ରାଜ୍ୟସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ। ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମ ଉତ୍କଳ ରଙ୍ଗମଞ୍ଚ, ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଠାରେ ଅନୁଷ୍ଠିତ ହେବ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande