ଧନକଉଡା ବ୍ଲକ କାର୍ଯ୍ୟାଳୟରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ସମ୍ବଲପୁର, ୧ ସେପ୍ଟେମ୍ବର (ହି.ସ.)- ସମ୍ବଲପୁର ଜିଲ୍ଲା ଧନକଉଡା ବ୍ଲକ କାର୍ଯ୍ୟାଳୟ ପରିସରରେ ସମ୍ବଲପୁର ଜିଲ୍ଲାପାଳ ଏବଂ ସମ୍ବଲପୁର ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି | ଉକ୍ତ ଅଭିଯୋଗ ଶୁଣାଣି ଠାରେ ମୋଟ ୩୭ଟି ଆବେଦନ ଗ୍ରହଣ କରାଯାଇ ଥିଲା । ଯେଉଁଥିରୁ ୨୮ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୮ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା। ୨ଟି ଅଭିଯୋଗ, ଅନୁଷ୍ଠିତ ଅଭିଯୋଗ ଶୁଣାଣି ଠାରେ ସମାଧାନ କରା ଯାଇଥିଲା। ସିଏମଆରଏଫ ଅଧୀନରେ ଜଣଙ୍କୁ ୨୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା । ଅଭିଯୋଗ ଶୁଣାଣି ଶେଷ ହେବା ପରେ ଜିଲ୍ଲାପାଳଙ୍କ ଅନୁମତି କ୍ରମେ ଜଣେ ଦୃଷ୍ଟିହୀନ ବ୍ୟକ୍ତିଙ୍କୁ ମଧୁବାବୁ ପେନସନ ଯୋଜନାର ଭିନ୍ନକ୍ଷମ ଭତ୍ତାରେ ଅନ୍ତର୍ଭୁକ୍ତ କରାଯିବା ସହିତ ବ୍ଳାଇଇଣ୍ଡ ଷ୍ଟିକ୍କ ପ୍ରଦାନ କରାଯାଇଥିଲା।

ହିନ୍ଦୁସ୍ଥାନ ସମାଚାର / ଶୈଳେଶ

 rajesh pande