ସେବା ପକ୍ଷ ପାଳନ ନେଇ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସ୍ତରୀୟ କର୍ମଶାଳା
ଭୁବନେଶ୍ୱର, 1 ସେପ୍ଟେମ୍ବର (ହି.ସ.)- ସେବା ପକ୍ଷ ପାଳନ ନେଇ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସ୍ତରୀୟ କର୍ମଶାଳା । ରାଜ୍ୟ ସଭାପତି ଏବଂ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି । ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସେବା ପକ୍ଷ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଅରବିନ୍ଦ ମେ
ସେବା ପକ୍ଷ ପାଳନ ନେଇ ବିଜେପି     ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସ୍ତରୀୟ କର୍ମଶାଳା


ଭୁବନେଶ୍ୱର, 1 ସେପ୍ଟେମ୍ବର (ହି.ସ.)- ସେବା ପକ୍ଷ

ପାଳନ ନେଇ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସ୍ତରୀୟ କର୍ମଶାଳା । ରାଜ୍ୟ ସଭାପତି ଏବଂ

ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି । ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସେବା ପକ୍ଷ

କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଅରବିନ୍ଦ ମେନନ

ଉପସ୍ଥିତ । ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ସେପ୍ଟେମ୍ବର 17ରୁ ଅକ୍ଟୋବର 2 ଯାଏଁ ସେବା ପକ୍ଷ ପାଳିବ ବିଜେପି

। ଏହି ଅବସରରେ ବିଜେପି ପକ୍ଷରୁ ବିଭିନ୍ନ

ସେବାମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯିବ । ଏନେଇ ରାଜ୍ୟ କାର୍ଯ୍ୟଳୟରେ ଅନୁଷ୍ଠିତ ହେଉଛି ରାଜ୍ୟ

ସ୍ତରୀୟ କର୍ମଶାଳା । ସ୍ଵଚ୍ଛତା ଅଭିଯାନ, ରକ୍ତଦାନ ଶିବିର, ସ୍ୱାସ୍ଥ୍ୟ ଶିବିର, ପ୍ରଧାନମନ୍ତ୍ରୀଙ୍କ ଜୀବନ ଆଧାରିତ ଫୋଟୋ ପ୍ରଦର୍ଶନୀ, ପୁସ୍ତକ ବଣ୍ଟନ ଭଳି

କାର୍ଯ୍ୟକ୍ରମ ହାତକୁ ନିଆଯିବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande