ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଯୁବକ, ସଙ୍କଟାପନ୍ନ ଅବସ୍ଥାରେ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତରିତ
ଗଞ୍ଜାମ, ୧୧ ସେପ୍ଟେମ୍ବର (ହି.ସ.)- ପୁରୁଣା ବ୍ରହ୍ମପୁର ମେଂଟୁ ଛକରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଜଣେ ୨୫ ବର୍ଷିୟ ଯୁବକ । ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ବ୍ରହ୍ମପୁର ବଡ ମେଡିକାଲ ଏବଂ ପରେ ଅଧିକ ଚିକିତ୍ସା ନିମନ୍ତେ ଭୁବନେଶ୍ୱର ଏମ୍
ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଯୁବକ, ସଙ୍କଟାପନ୍ନ ଅବସ୍ଥାରେ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତରିତ


ଗଞ୍ଜାମ, ୧୧ ସେପ୍ଟେମ୍ବର (ହି.ସ.)- ପୁରୁଣା ବ୍ରହ୍ମପୁର ମେଂଟୁ ଛକରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଜଣେ ୨୫ ବର୍ଷିୟ ଯୁବକ । ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ବ୍ରହ୍ମପୁର ବଡ ମେଡିକାଲ ଏବଂ ପରେ ଅଧିକ ଚିକିତ୍ସା ନିମନ୍ତେ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଛି । ତେବେ ସେ ଇନଷ୍ଟାଗ୍ରାମରେ କରିଥିବା ଦୁଃଖଦ ଭରା ରିଲ୍ ଓ ଶେଷ ପୋଷ୍ଟ ଏବେ ଚର୍ଚ୍ଚାରେ ରହିଛି । ସେ କରିଥିବା ଶେଷ ପୋଷ୍ଟରେ ଲେଖିଥିଲେ ଯେ, ମୋର କିଛି ହେଲେ ସେଥିରେ କାହାର ଦୋଷ ନାହିଁ ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande