ଭୁବନେଶ୍ୱର, 11 ସେପ୍ଟେମ୍ବର (ହି.ସ.)- ଭାରତ ରତ୍ନ
ଆଚାର୍ଯ୍ୟ ବିନୋବା ଭାବେଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଭୁଦାନ ଆନ୍ଦୋଳନର ପ୍ରଣେତା,
ଭାରତ ରତ୍ନ ଆଚାର୍ଯ୍ୟ ବିନୋବା ଭାବେଙ୍କ ଜୟନ୍ତୀରେ
କୋଟି କୋଟି ପ୍ରଣାମ ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା