ଭୁବନେଶ୍ୱର,୧୧ ସେପ୍ଟେମ୍ବର(ହି.ସ.) - ଆସନ୍ତାକାଲି (ଶୁକ୍ରବାର) ଦିନ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଏକ ଦିନ ପାଇଁ କେଉଁଝର ଜିଲ୍ଲା ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମା ଘଟଗାଁ ତାରିଣୀ ପୀଠ ଦର୍ଶନ କରିବା ସହ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା