ପୋଲିସ ଆଇନ ୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର
ପୁରୀ, ୧୨ ସେପ୍ଟେମ୍ବର (ହି.ସ.)- ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି। ଏହା ଅଗଷ୍ଟ ୨୫ ତାରିଖ ଠାରୁ ନଭେମ୍ବର ୨୨ ତାରିଖ ୯୦ ଦିନ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲ୍ଟି, ପିପିଲି, କୋଣାର୍କ ଓ ନିମାପଡା ଏନଏସି ଅଞ୍ଚଳରେ ବଳବତ୍ତର ରହିବ। ଏ
ପୋଲିସ ଆଇନ ୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର


ପୁରୀ, ୧୨ ସେପ୍ଟେମ୍ବର (ହି.ସ.)- ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି। ଏହା ଅଗଷ୍ଟ ୨୫ ତାରିଖ ଠାରୁ ନଭେମ୍ବର ୨୨ ତାରିଖ ୯୦ ଦିନ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲ୍ଟି, ପିପିଲି, କୋଣାର୍କ ଓ ନିମାପଡା ଏନଏସି ଅଞ୍ଚଳରେ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାରକୁ ବେଆଇନ ଘୋଷଣା କରାଯାଇଛି ବୋଲି ଏସପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।

ହିନ୍ଦୁସ୍ଥାନ ସମାଚାର / ବିଜୟ


 rajesh pande