ଭୁବନେଶ୍ୱର,୧୨ ସେପ୍ଟେମ୍ବର (ହି.ସ.)- ଅର୍ଚ୍ଚନା ନାଗ୍ ଙ୍କ ଘର ଆଟାଚ୍ କରିଛି ପ୍ରବର୍ତନ ନିର୍ଦ୍ଦେଶାଳୟ (ଇଡି)। ଅର୍ଚ୍ଚନାଙ୍କ ସତ୍ୟବିହାର ସ୍ଥିତ ଜି+୨ ବିଲ୍ଡିଂ ସହ ଆସବାବପତ୍ର ଆଟାଚ୍ ହୋଇଛି। ୨୦୨୨ ଅର୍ଥ କାରବାର ମାମଲାରେ ସମ୍ପୃକ୍ତି ନେଇ ମନି ଲଣ୍ଡରିଂ ଆକ୍ଟ ୨୦୦୨ ଅଧୀନରେ ଘର ଆଟାଚ୍ ହୋଇଥିବା ଜଣାପଡିଛି। ଆଟାଚ୍ ପୂର୍ବରୁ ଘର ଛାଡ଼ିବା ପାଇଁ ଇଡି ନିର୍ଦ୍ଦେଶ ଦେଇଥିଲା।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା