ଆଜି କେନ୍ଦୁଝର ଗସ୍ତ କରିବେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା
ଭୁବନେଶ୍ୱର 12 ସେପ୍ଟେମ୍ବର (ହି.ସ.) ଆଜି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଏକ ଦିନ ପାଇଁ କେନ୍ଦୁଝର ଜିଲ୍ଲା ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମା ଘଟଗାଁ ତାରିଣୀ ପୀଠ ଦର୍ଶନ କରିବା ସହ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ------
ଆଜି କେନ୍ଦୁଝର ଗସ୍ତ କରିବେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା


ଭୁବନେଶ୍ୱର 12 ସେପ୍ଟେମ୍ବର (ହି.ସ.) ଆଜି ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଏକ ଦିନ ପାଇଁ କେନ୍ଦୁଝର ଜିଲ୍ଲା ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମା ଘଟଗାଁ ତାରିଣୀ ପୀଠ ଦର୍ଶନ କରିବା ସହ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande