ଦାଶରଥି ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 12 ସେପ୍ଟେମ୍ବର (ହି.ସ.)- ଦାଶରଥି ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ପାଠାଗାର, ସଂଗ୍ରହାଳୟ ଆନ୍ଦୋଳନର ସ୍ରଷ୍ଟା ଦାଶରଥି
ଦାଶରଥି ପଟ୍ଟନାୟକଙ୍କୁ     ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 12 ସେପ୍ଟେମ୍ବର (ହି.ସ.)- ଦାଶରଥି

ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ପାଠାଗାର,

ସଂଗ୍ରହାଳୟ ଆନ୍ଦୋଳନର ସ୍ରଷ୍ଟା ଦାଶରଥି

ପଟ୍ଟନାୟକ(ଦାସିଆ ଅଜା)ଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande