ମୋଦିଙ୍କ ଓଡିଶା ଗସ୍ତ ବେଶ ଗୁରୁତ୍ୱପୂର୍ଣ୍ଣ- ବିଜେପି ରାଜ୍ୟ ପ୍ରଭାରୀ
ଭୁବନେଶ୍ୱର, 13 ସେପ୍ଟେମ୍ବର (ହି.ସ.) - ଆସନ୍ତା 27 ତାରିଖରେ ପ୍ରଧାନମନ୍ତ୍ରୀ ଓଡିଶା ଗସ୍ତରେ ଆସୁଛନ୍ତି । ଖୁବଶୀଘ୍ର ଏନେଇ କାର୍ଯ୍ୟକ୍ରମ ନିର୍ଣ୍ଣୟ ହେବ ବୋଲି କହିଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ମୋଦିଙ୍କ ଓଡିଶା ଗସ୍ତ ବେଶ ଗୁରୁତ୍ୱପୂର୍ଣ
ମୋଦିଙ୍କ ଓଡିଶା ଗସ୍ତ ବେଶ     ଗୁରୁତ୍ୱପୂର୍ଣ୍ଣ- ବିଜେପି ରାଜ୍ୟ ପ୍ରଭାରୀ


ଭୁବନେଶ୍ୱର, 13 ସେପ୍ଟେମ୍ବର (ହି.ସ.)

- ଆସନ୍ତା 27

ତାରିଖରେ ପ୍ରଧାନମନ୍ତ୍ରୀ ଓଡିଶା ଗସ୍ତରେ ଆସୁଛନ୍ତି । ଖୁବଶୀଘ୍ର ଏନେଇ କାର୍ଯ୍ୟକ୍ରମ

ନିର୍ଣ୍ଣୟ ହେବ ବୋଲି କହିଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ମୋଦିଙ୍କ

ଓଡିଶା ଗସ୍ତ ବେଶ ଗୁରୁତ୍ୱପୂର୍ଣ୍ଣ । ପ୍ରଧାନମନ୍ତ୍ରୀ ଯେତେବେଳେ ଆସନ୍ତି ଓଡିଶାକୁ କିଛି ନା

କିଛି ବଡ଼ ଭେଟି ଦିଅନ୍ତି । ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ । ପ୍ରଧାନମନ୍ତ୍ରୀଙ୍କର

ସବୁ ସମୟରେ ଫୋକସରେ ଥାଏ ଓଡିଶା । ଦେଶର ଅନ୍ୟ ରାଜ୍ୟ ତୁଳନାରେ ଓଡିଶାକୁ ଏକ ବର୍ଷରେ 7 ଥର

ଗସ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଫୋକସରେ ସବୁବେଳେ ଯୁବ ବର୍ଗ ବୋଲି ସେ କହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande