ସବୁଜ କବି ବୈକୁଣ୍ଠନାଥ ପଟ୍ଟନାୟକଙ୍କୁ ନମନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 14 ସେପ୍ଟେମ୍ବର (ହି.ସ.)- ସବୁଜ କବି ବୈକୁଣ୍ଠନାଥ ପଟ୍ଟନାୟକଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଆଧୁନିକ ଓଡ଼ିଆ କାବ୍ୟ ସାହିତ୍ୟ ଜଗତର ସାରସ୍ୱତ ସାଧକ, ସବୁଜ
ସବୁଜ କବି ବୈକୁଣ୍ଠନାଥ     ପଟ୍ଟନାୟକଙ୍କୁ ନମନ କଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 14 ସେପ୍ଟେମ୍ବର (ହି.ସ.)- ସବୁଜ କବି ବୈକୁଣ୍ଠନାଥ

ପଟ୍ଟନାୟକଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଆଧୁନିକ ଓଡ଼ିଆ କାବ୍ୟ ସାହିତ୍ୟ ଜଗତର

ସାରସ୍ୱତ ସାଧକ, ସବୁଜ

କବି ବୈକୁଣ୍ଠନାଥ ପଟ୍ଟନାୟକଙ୍କ ଜୟନ୍ତୀରେ ବିନମ୍ର ପ୍ରଣାମ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande