ହିନ୍ଦୀ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 14 ସେପ୍ଟେମ୍ବର (ହି.ସ.) - ହିନ୍ଦୀ ଦିବସର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ହିନ୍ଦୀ ଆମର ସାଂସ୍କୃତି ଐତିହ୍ୟ ଓ ଜାତୀୟ ଏକତାର ପ୍ରତୀକ ଅଟେ । ହିନ୍ଦୀ ଦିବସ ଅବସ
ହିନ୍ଦୀ ଦିବସର ଶୁଭେଚ୍ଛା     ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 14 ସେପ୍ଟେମ୍ବର (ହି.ସ.)

- ହିନ୍ଦୀ

ଦିବସର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ହିନ୍ଦୀ ଆମର ସାଂସ୍କୃତି ଐତିହ୍ୟ ଓ ଜାତୀୟ ଏକତାର

ପ୍ରତୀକ ଅଟେ । ହିନ୍ଦୀ ଦିବସ ଅବସରରେ ଆପଣ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande