ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ ର ଉଦଘାଟନ ଆଜି
ଭୁବନେଶ୍ୱର, 15 ସେପ୍ଟେମ୍ବର (ହି.ସ.) ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ସମ୍ମିଳନୀ କକ୍ଷ ଠାରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ କରକମଳରେ ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ ର ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି --
ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ ର ଉଦଘାଟନ ଆଜି


ଭୁବନେଶ୍ୱର, 15 ସେପ୍ଟେମ୍ବର (ହି.ସ.) ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ସମ୍ମିଳନୀ କକ୍ଷ ଠାରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ କରକମଳରେ ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ ର ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande