ଭୁବନେଶ୍ୱର, 16 ସେପ୍ଟେମ୍ବର (ହି.ସ.)- ବାଚସ୍ପତି
ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହେଲା ସର୍ବଦଳୀୟ ବୈଠକ । ମୁଖ୍ୟମନ୍ତ୍ରୀ, ସଂସଦୀୟ ବ୍ୟାପାର
ମନ୍ତ୍ରୀ,ଆଇନ ମନ୍ତ୍ରୀ, ସରକାରୀ ଦଳ ମୁଖ୍ୟ ସଚେତକ, ବିରୋଧୀ ଦଳ ମୁଖ୍ୟ ସଚେତକ ଓ କଂଗ୍ରେସ ବିଧାୟକ ଦଳ ନେତା ରହିଛନ୍ତି
ଉପସ୍ଥିତ । ଗୃହ କାର୍ଯ୍ୟ ସୁରୁଖୁରୁ ନେଇ ଆଲୋଚନା ହେବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା