ଭୁବନେଶ୍ୱର, 16 ସେପ୍ଟେମ୍ବର (ହି.ସ.)- ଉତ୍ତରାଖଣ୍ଡର
ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ
। ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଦେବଭୂମି ଉତ୍ତରାଖଣ୍ଡର
ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧମୀଙ୍କୁ ଜନ୍ମଦିନର ଶୁଭେଚ୍ଛା ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ
ନିକଟରେ ଆପଣଙ୍କ ଉତମ ସ୍ୱାସ୍ଥ୍ୟ, ସୁଦୀର୍ଘ ଜୀବନ ଓ ନିରବଚ୍ଛିନ୍ନ ସଫଳତା ପାଇଁ କାମନା କରୁଛି
।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା