ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 17 ସେପ୍ଟେମ୍ବର (ହି.ସ.)- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଦୃଢ ନେତୃତ୍ୱ ଓ ଅଦମ୍ୟ ସଙ୍କଳ୍ପର ପ୍ରତୀକ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର     ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 17 ସେପ୍ଟେମ୍ବର (ହି.ସ.)- ପ୍ରଧାନମନ୍ତ୍ରୀ

ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଦୃଢ ନେତୃତ୍ୱ

ଓ ଅଦମ୍ୟ ସଙ୍କଳ୍ପର ପ୍ରତୀକ, ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା, ଆମ ସମସ୍ତଙ୍କ ମାର୍ଗଦର୍ଶକ ପ୍ରଧାନମନ୍ତ୍ରୀ ଶ୍ରୀନରେନ୍ଦ୍ର ମୋଦିଜୀଙ୍କୁ ଜନ୍ମ ଦିନର ହାର୍ଦ୍ଦିକ ଅଭିନନ୍ଦନ ଓ

ଶୁଭେଚ୍ଛା ଜଣାଉଛି।ଆପଣଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ଵ ଏବଂ 'ସବକା ସାଥ, ସବକା ବିକାଶ, ସବକା ବିଶ୍ୱାସ'ର ମନ୍ତ୍ରରେ ଭାରତ ବିଶ୍ଵ ଦରବାରରେ ଆହୁରି ସଫଳତା ହାସଲ କରୁ।

ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ସୁସ୍ଥ ଓ ନିରୋଗ ରଖିବା ସହ ରାଷ୍ଟ୍ରସେବା ପାଇଁ ଆହୁରି

ଶକ୍ତି ସାମର୍ଥ୍ୟ ପ୍ରଦାନ କରନ୍ତୁ ଏହାହିଁ କାମନା କରିଛନ୍ତି ମନ୍ତ୍ରୀ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande