ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ ସ୍ଥାନରେ ଅତି ଭୀଷଣ ବର୍ଷା, ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କେନ୍ଦ୍ରାପଡ଼ା ଜିଲ୍ଲାର ଆଳିରେ ସର୍ବାଧିକ ୭୭.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୮ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ଟି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କେନ୍ଦ୍ରାପଡ଼ା ଜିଲ୍ଲାର ଆଳିରେ ସର୍ବାଧିକ ୭୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ଶାମ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ ସ୍ଥାନରେ ଅତି ଭୀଷଣ ବର୍ଷା, ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କେନ୍ଦ୍ରାପଡ଼ା ଜିଲ୍ଲାର ଆଳିରେ ସର୍ବାଧିକ ୭୭.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୮ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ଟି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କେନ୍ଦ୍ରାପଡ଼ା ଜିଲ୍ଲାର ଆଳିରେ ସର୍ବାଧିକ ୭୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ମୟୂରଭଞ୍ଜ ଜିଲ୍ଲାର ଶାମାଖୁଂଟାରେ ୬୭.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇରେ ୫୧.୦ ମି.ମି., କନ୍ଧମାଳ ଜିଲ୍ଲାର ଖଜୁରିପଡ଼ାରେ ୩୩.୮ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ଡ଼େରାବିଶରେ ୨୪.୦ ମି.ମି., ଜଗତସିଂହପୁର ଜିଲ୍ଲାର ବିରିଡ଼ିରେ ୨୧.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ୨୦.୦ ମି.ମି., ଅନୁଗୁଳ ଜିଲ୍ଲାର ଅନୁଗୁଳରେ ୧୮.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକାରେ ୧୭.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବଣାଇଗଡ଼ରେ ୧୭.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ସାରସକଣାରେ ୧୭.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର କେନ୍ଦ୍ରାପଡ଼ା (ପିଟିଓ)ରେ ୧୪.୪ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର କେନ୍ଦ୍ରାପଡ଼ାରେ ୧୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande