ଭୁବନେଶ୍ୱର, 18 ସେପ୍ଟେମ୍ବର (ହି.ସ.)- ଗଡ଼ଜାତ
ଗାନ୍ଧୀ ସାରଙ୍ଗଧର ଦାସଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ
ତଥା ଗଡ଼ଜାତ ପ୍ରଜା ଆନ୍ଦୋଳନର ଅନ୍ୟତମ ପୁରୋଧା ଗଡ଼ଜାତ ଗାନ୍ଧୀ ସାରଙ୍ଗଧର ଦାସଙ୍କ
ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା