ସାର୍ କଳାବଜାରୀ ନେଇ ଅନେକ ଡିଲରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି- ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର, 18 ସେପ୍ଟେମ୍ବର (ହି.ସ.) - ସାରର କଳାବଜାରୀ ହେଉଛି । ଜାଣି ଶୁଣି କିଛି ଲୋକ କଳବଜାରୀ କରୁଥିବା କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରାଜ୍ୟରେ ଆବଶ୍ୟକ ପରିମାଣର ସାର ଅଛି। ଖୁବ ଶୀଘ୍ର ସମସ୍ୟାର ସମାଧାନ ହେବ। କିନ୍ତୁ କଳାବଜାରୀ କାରଣରୁ ଅନ
ସାର୍ କଳାବଜାରୀ ନେଇ ଅନେକ     ଡିଲରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି- ଯୋଗାଣ ମନ୍ତ୍ରୀ


ଭୁବନେଶ୍ୱର, 18 ସେପ୍ଟେମ୍ବର (ହି.ସ.)

- ସାରର

କଳାବଜାରୀ ହେଉଛି । ଜାଣି ଶୁଣି କିଛି ଲୋକ କଳବଜାରୀ କରୁଥିବା କହିଛନ୍ତି ଯୋଗାଣ ମନ୍ତ୍ରୀ

କୃଷ୍ଣଚନ୍ଦ୍ର ପାତ୍ର । ରାଜ୍ୟରେ ଆବଶ୍ୟକ ପରିମାଣର ସାର ଅଛି। ଖୁବ ଶୀଘ୍ର ସମସ୍ୟାର ସମାଧାନ

ହେବ। କିନ୍ତୁ କଳାବଜାରୀ କାରଣରୁ ଅନେକ ସମସ୍ୟା ଉପୁଜିଛି। ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି

ରହିଛି। ଅନେକ ଡିଲରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ମନ୍ତ୍ରୀ କହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande