ଆଜି ବ୍ରହ୍ମପୁରରୁ ବାହାରିବ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଦ୍ଵିତୀୟ ଟ୍ରେନସ ଯୋଗ ଦେବେ ଉପ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 19 ସେପ୍ଟେମ୍ବର (ହି.ସ.) ଆଜି ବ୍ରହ୍ମପୁର ରେଳ ଷ୍ଟେସନରୁ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରାର ଦ୍ଵିତୀୟ ଟ୍ରେନରେ ୭୭୫ ବରିଷ୍ଠ ନାଗରିକ ଓ ୨୫ ଜଣ ଏସ୍କର୍ଟ ଅଧିକାରୀ ଅଯୋଧ୍ୟା - ବାରଣାସୀ ଅଭିମୁଖେ ଯାତ୍ରା ଆରମ୍ଭ କରିବେ। ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଯ
ଆଜି ବ୍ରହ୍ମପୁରରୁ ବାହାରିବ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଦ୍ଵିତୀୟ ଟ୍ରେନସ ଯୋଗ ଦେବେ ଉପ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 19 ସେପ୍ଟେମ୍ବର (ହି.ସ.) ଆଜି ବ୍ରହ୍ମପୁର ରେଳ ଷ୍ଟେସନରୁ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରାର ଦ୍ଵିତୀୟ ଟ୍ରେନରେ ୭୭୫ ବରିଷ୍ଠ ନାଗରିକ ଓ ୨୫ ଜଣ ଏସ୍କର୍ଟ ଅଧିକାରୀ ଅଯୋଧ୍ୟା - ବାରଣାସୀ ଅଭିମୁଖେ ଯାତ୍ରା ଆରମ୍ଭ କରିବେ।

ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଯୋଗ ଦେଇ ବରିଷ୍ଠ ନାଗରିକମାନଙ୍କୁ ଶୁଭକାମନା ପ୍ରଦାନ କରିବେ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande