ଭୁବନେଶ୍ୱର, 19 ସେପ୍ଟେମ୍ବର (ହି.ସ.)- ପୂର୍ବତନ
ବିଧାୟକ ସ୍ବର୍ଗତ ବିଷ୍ଣୁ ଚରଣ ସେଠୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ
ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବିଶିଷ୍ଟ
ସାହିତ୍ୟିକ, ପ୍ରଚଣ୍ଡ
ରାଷ୍ଟ୍ରବାଦୀ ରାଜନୀତିଜ୍ଞ ତଥା ଧାମନଗରର ପୂର୍ବତନ ବିଧାୟକ ସ୍ବର୍ଗତ ବିଷ୍ଣୁ ଚରଣ ସେଠୀଙ୍କ
ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା