ଜର୍ଜ ତୀର୍କୀ ଙ୍କ ବିୟୋଗରେ ପିସିସି ସଭାପତିଙ୍କ ଶୋକ
ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)- ବିରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତୀର୍କୀ ଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ସେ ଲେଖିଛନ୍ତି ବିରମିତ୍ରପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଶ୍ରୀ ଜର୍ଜ ତୀର୍କୀ ଙ୍କ ଦେହାନ୍ତ ଖବର ଶୁଣି ମ
ଜର୍ଜ ତୀର୍କୀ ଙ୍କ ବିୟୋଗରେ ପିସିସି ସଭାପତିଙ୍କ ଶୋକ


ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)- ବିରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତୀର୍କୀ ଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ ଶୋକ ବାର୍ତ୍ତାରେ ସେ ଲେଖିଛନ୍ତି ବିରମିତ୍ରପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଶ୍ରୀ ଜର୍ଜ ତୀର୍କୀ ଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ I ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜ୍ଞାପନ କରୁଛି I

..........

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande