ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୦ ସେପ୍ଟେମ୍ବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୪ ଦିନ କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି ହୋଇଛି । ଆସନ୍ତା ୨୪ ଘଂଟା
ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୦ ସେପ୍ଟେମ୍ବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୪ ଦିନ କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି ହୋଇଛି ।

ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

୨୧ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୨ ତାରିଖରେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୩ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖରେ ଭୀଷଣ ବର୍ଷା, ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande