ବିଧାନସଭା ପରିସରରେ ଜର୍ଜ ତିର୍କିଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.) - ବିଧାନସଭା ପରିସରରେ ଦିବଙ୍ଗତ ଜର୍ଜ ତିର୍କୀଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜନଜାତି ନେତା ଜର୍ଜ ତିର୍କିଙ୍କ ପାର୍ଥିବ ଶରୀରକୁ ବିଧାନସଭା ପରିସରକୁ ନି
ବିଧାନସଭା ପରିସରରେ ଜର୍ଜ     ତିର୍କିଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ


ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)

- ବିଧାନସଭା

ପରିସରରେ ଦିବଙ୍ଗତ ଜର୍ଜ ତିର୍କୀଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜନଜାତି ନେତା ଜର୍ଜ ତିର୍କିଙ୍କ ପାର୍ଥିବ ଶରୀରକୁ

ବିଧାନସଭା ପରିସରକୁ ନିଆଯାଇଥିଲା । ଏଠାରେ ବାଚସ୍ପତି, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ

ବିରୋଧୀ ଦଳର ବିଧାୟକମାନେ ତାଙ୍କ ପାର୍ଥିବ ଶରୀରର ଦର୍ଶନ କରି ଶ୍ରଦ୍ଧାଂଜଳି ଜ୍ଞାପନ କରିଥିଲେ

। ବିଧାନସଭା ପରିସରରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande