ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ମୁକେଶ ମହାଲିଙ୍ଗଙ୍କ ଶୋକ
ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)- ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ସୁନ୍ଦରଗଡ଼ର ବରିଷ୍ଠ ଆଦିବାସୀ ନେତା, ବ
ବୀରମିତ୍ରପୁରର ପୂର୍ବତନ     ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ମୁକେଶ ମହାଲିଙ୍ଗଙ୍କ ଶୋକ


ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)- ବୀରମିତ୍ରପୁରର

ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଶୋକ

ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ସୁନ୍ଦରଗଡ଼ର

ବରିଷ୍ଠ ଆଦିବାସୀ ନେତା, ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ

ଅକାଳ ବିୟୋଗ ଖବର ବିଷୟରେ ଶୁଣି ମୁଁ ଦୁଃଖିତ। ମହାପ୍ରଭୁଙ୍କ ନିକଟରେ ଅମର ଆତ୍ମାର ସଦଗତି

କାମନା କରିବା ସହ ତାଙ୍କ ପ୍ରିୟଜନଙ୍କ ପ୍ରତି ସମବେଦନା ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande