ନୀଳାଗୁଡା ଜଙ୍ଗଲରେ ଅବକାରୀ ଚଢ଼ାଉ
ଜୟପୁର, ୨୧ ସେପ୍ଟେମ୍ବର (ହି.ସ.) - ଦେଶି ମଦ ପ୍ରସସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ସଦର ଥାନା ଅନ୍ତର୍ଗତ ନିଳାଗୁଡା ଜଙ୍ଗଲରେ ଆଜି ସଂନ୍ଧ୍ୟା ୫ଟାରେ ଅବକାରି ବିଭାଗ ଚଢାଉ କରିଛି । ଚଢାଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟିବା ସହ ୧୬ଶହ ଲିଟର
ନୀଳାଗୁଡା ଜଙ୍ଗଲରେ ଅବକାରୀ ଚଢ଼ାଉ


ଜୟପୁର, ୨୧ ସେପ୍ଟେମ୍ବର (ହି.ସ.) - ଦେଶି ମଦ ପ୍ରସସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ସଦର ଥାନା ଅନ୍ତର୍ଗତ ନିଳାଗୁଡା ଜଙ୍ଗଲରେ ଆଜି ସଂନ୍ଧ୍ୟା ୫ଟାରେ ଅବକାରି ବିଭାଗ ଚଢାଉ କରିଛି । ଚଢାଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟିବା ସହ ୧୬ଶହ ଲିଟର ପୋଚ ଓ୬୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ ଆଦିକୁ ଜବତ କରିଥିବା ବିଷୟ ଜୟପୁର ଅବକାରି ନିରିକ୍ଷକ ଶଶି କାନ୍ତ ଦତ ସୂଚନା ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande