ପାର୍ବଣ ପୂର୍ବରୁ ହେବ ନାହିଁ ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ: ମନମୋହନ
ଭୁବନେଶ୍ୱର, 21 ସେପ୍ଟେମ୍ବର (ହି.ସ.) - ରାଜ୍ୟରେ ଏବେ ହେବ ନାହିଁ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏନେଇ ସୂଚନା ଦେଇଛନ୍ତି । ମା’ ସମଲେଇଙ୍କ ଧବଳମୁଖୀ ବେଶ ଦର୍ଶନ ସମୟରେ ସୂଚନା ଦେଇଛନ୍ତି । ପାର୍ବଣ ପୂର୍ବରୁ ହେବ ନାହିଁ ମ
ପାର୍ବଣ ପୂର୍ବରୁ ହେବ     ନାହିଁ ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ: ମନମୋହନ


ଭୁବନେଶ୍ୱର, 21 ସେପ୍ଟେମ୍ବର (ହି.ସ.)

- ରାଜ୍ୟରେ ଏବେ

ହେବ ନାହିଁ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏନେଇ ସୂଚନା ଦେଇଛନ୍ତି

। ମା’

ସମଲେଇଙ୍କ ଧବଳମୁଖୀ ବେଶ ଦର୍ଶନ ସମୟରେ ସୂଚନା ଦେଇଛନ୍ତି । ପାର୍ବଣ

ପୂର୍ବରୁ ହେବ ନାହିଁ ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ । ନୂଆପଡ଼ା ଉପନିର୍ବାଚନରେ ପଦ୍ମ ଫୁଟିବ

ବୋଲି କହିଛନ୍ତି ମନମୋହନ । ନୂଆପଡ଼ା ଉପନିର୍ବାଚନରେ ଚାଷୀଙ୍କୁ ବୋନସ୍ ଓ ବିକାଶ ମୁଖ୍ୟ

ପ୍ରସଙ୍ଗ ବୋଲି ସେ କହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande