ପବିତ୍ର ମହାଳୟାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 21 ସେପ୍ଟେମ୍ବର (ହି.ସ.)- ପବିତ୍ର ମହାଳୟାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ମହାଳୟା ଅବସରରେ ସଭିଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ମା'' ଦୁର୍ଗାଙ୍
ପବିତ୍ର ମହାଳୟାର     ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 21 ସେପ୍ଟେମ୍ବର (ହି.ସ.)- ପବିତ୍ର

ମହାଳୟାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ମହାଳୟା ଅବସରରେ ସଭିଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ

ଶୁଭକାମନା। ମା' ଦୁର୍ଗାଙ୍କ

ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande