ଭୁବନେଶ୍ୱର, 21 ସେପ୍ଟେମ୍ବର (ହି.ସ.)- ପବିତ୍ର
ମହାଳୟାର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ
ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ମହାଳୟା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ
ଶୁଭକାମନା । ମା‘ଙ୍କ
ଆଗମନ ସଭିଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା