ସମ୍ବଲପୁର, ୨୨ ସେପ୍ଟେମ୍ବର (ହି.ସ.) - ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ କାର୍ଯ୍ୟାଳୟ ଠାରେ ଆଜି ଏକ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଅଭିଯୋଗ ଶୁଣାଣି ଠାରେ ମୋଟ ୧୦୩ ଟି ଆବେଦନ ଗ୍ରହଣ କରାଯାଇଥିଲା ଯେଉଁଥିରୁ ୭୭ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୨୬ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା ।
ହିନ୍ଦୁସ୍ଥାନ ସମାଚାର / ଶୈଳେଶ