ଭୁବନେଶ୍ୱର, ୨୨ ସେପ୍ଟେମ୍ବର (ହି.ସ.) - ଓଡ଼ିଶା ପ୍ରଦେଶ କେଂଗ୍ରସ କମିଟି ସଭାପତି ଭକ୍ତ ଚରଣ ଦାସ ଢ଼େଙ୍କାନାଳ ଜିଲ୍ଲାର ସମେରନ୍ଦ୍ର ନନ୍ଦଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରିନେଇଛନ୍ତି ବୋଲି ଓଡ଼ିଶା ପ୍ରେଦଶ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ଅଧ୍ୟକ୍ଷ ସୁଜୀତ ପାଢ଼ୀ ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି। ଶ୍ର୍ରୀ ନନ୍ଦ ଆଗାମୀ ଦିନରେ କେଂଗ୍ରସ ସଂଗଠନକୁ ଜିଲ୍ଲାରେ ସୁଦୃଢ଼ କରିବେ ବୋଲି ଶ୍ରୀ
ଦାସ ଆଶା ପ୍ରକାଶ କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା