ଭୁବନେଶ୍ୱର, 22 ସେପ୍ଟେମ୍ବର (ହି.ସ.)- ନବରାତ୍ରୀର
ପ୍ରଥମ ଦିନରେ ବଲାଙ୍ଗିରର ଅଧିଷ୍ଠାତ୍ରୀ ଦେବୀ ମା' ସମଲେଶ୍ୱରୀଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି
ଯେ, ପବିତ୍ର ନବରାତ୍ରି ଅବସରରେ ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବଲାଙ୍ଗିର
ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା' ସମଲେଶ୍ୱରୀ। ମା'ଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା