ବ୍ରହ୍ମପୁର ବଦଳରେ ଝାରସୁଗୁଡ଼ାରେ ସଭା କରିବେ ମୋଦି
ଭୁବନେଶ୍ୱର, 23 ସେପ୍ଟେମ୍ବର (ହି.ସ.) - ଆସନ୍ତା ସେପ୍ଟେମ୍ବର ୨୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡ଼ିଶା ଗସ୍ତ ବେଳେ ପ୍ରଧାନମନ୍ତ୍ରୀ ଝାରସୁଗୁଡ଼ାରେ ଏକ ସାଧାରଣ ସଭାକୁ ସମ୍ବୋଧନ କରିବେ । ପୂର୍ବରୁ ମୋଦୀଙ୍କର ବ୍ରହ୍ମପୁରରେ ସାଧାରଣ ସଭାର କାର୍ଯ୍ୟକ୍ରମ ଥିଲା । ପ୍ରଧାନମନ
ବ୍ରହ୍ମପୁର ବଦଳରେ ଝାରସୁଗୁଡ଼ାରେ ସଭା କରିବେ ମୋଦି


ଭୁବନେଶ୍ୱର, 23 ସେପ୍ଟେମ୍ବର (ହି.ସ.) - ଆସନ୍ତା ସେପ୍ଟେମ୍ବର ୨୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡ଼ିଶା ଗସ୍ତ ବେଳେ ପ୍ରଧାନମନ୍ତ୍ରୀ ଝାରସୁଗୁଡ଼ାରେ ଏକ ସାଧାରଣ ସଭାକୁ ସମ୍ବୋଧନ କରିବେ । ପୂର୍ବରୁ ମୋଦୀଙ୍କର ବ୍ରହ୍ମପୁରରେ ସାଧାରଣ ସଭାର କାର୍ଯ୍ୟକ୍ରମ ଥିଲା । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande