ନବରାତ୍ରୀର ଦ୍ବିତୀୟ ଦିନରେ ମା' ବ୍ରହ୍ମଚାରିଣୀଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 23 ସେପ୍ଟେମ୍ବର (ହି.ସ.)- ନବରାତ୍ରୀର ଦ୍ବିତୀୟ ଦିନରେ ମା'' ବ୍ରହ୍ମଚାରିଣୀଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ନବରାତ୍ରୀର
ନବରାତ୍ରୀର ଦ୍ବିତୀୟ     ଦିନରେ ମା'   ବ୍ରହ୍ମଚାରିଣୀଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କଲେ     ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 23 ସେପ୍ଟେମ୍ବର (ହି.ସ.)- ନବରାତ୍ରୀର

ଦ୍ବିତୀୟ ଦିନରେ ମା' ବ୍ରହ୍ମଚାରିଣୀଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ

ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପବିତ୍ର

ନବରାତ୍ରୀର ଦ୍ବିତୀୟ ଦିନରେ ମା' ବ୍ରହ୍ମଚାରିଣୀଙ୍କୁ ମୋର ପ୍ରଣାମ ଜଣାଉଛି । ମା' ଙ୍କ ପାଖରେ ଜଗତର କଲ୍ୟାଣ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande