କଟକ-ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପକୁ ରଦ୍ଦ କରାଯାଇନାହିଁ - ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ୱର, 23 ସେପ୍ଟେମ୍ବର (ହି.ସ.) - କଟକ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପକୁ ରଦ୍ଦ କରାଯାଇନାହିଁ । ଭୁବନେଶ୍ୱରରେ ମେଟ୍ରୋ ରେଳ ପ୍ରକଳ୍ପ ବର୍ତ୍ତମାନ ରାଜ୍ୟ ସରକାର ପରୀକ୍ଷାଧୀନ ରଖିଛନ୍ତି । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍
କଟକ-ଭୁବନେଶ୍ବର ମେଟ୍ରୋ     ରେଳ ପ୍ରକଳ୍ପକୁ ରଦ୍ଦ କରାଯାଇନାହିଁ - ନଗର ଉନ୍ନୟନ ମନ୍ତ୍ରୀ


ଭୁବନେଶ୍ୱର, 23 ସେପ୍ଟେମ୍ବର (ହି.ସ.)

- କଟକ

ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପକୁ ରଦ୍ଦ କରାଯାଇନାହିଁ । ଭୁବନେଶ୍ୱରରେ ମେଟ୍ରୋ ରେଳ ପ୍ରକଳ୍ପ

ବର୍ତ୍ତମାନ ରାଜ୍ୟ ସରକାର ପରୀକ୍ଷାଧୀନ ରଖିଛନ୍ତି । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ନଗର

ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।

ଏଥିପାଇଁ ଏକ ଆନ୍ତଃ-

ମନ୍ତ୍ରୀସ୍ତରୀୟ ସମିତି ଗଠନ କରାଯାଇଛି । କମିଟିର ରିପୋର୍ଟ ଓ ସୁପାରିଶ ପ୍ରାପ୍ତ ହେବା ପରେ

ସରକାର ଆଗାମୀ ଦିନରେ ଅନ୍ତିମ ସିଦ୍ଧାନ୍ତ ନେବେ । ଏପର୍ଯ୍ୟନ୍ତ ମୋଟ ୨୭୭.୩୬ କୋଟି ଟଙ୍କା ଖର୍ଚ୍ଚ

ହୋଇଛି ଏବଂ ସେହି ଖର୍ଚ୍ଚ ମଧ୍ୟରୁ ଜୁନ 12,

2024 ପରେ ୨୫୨.୦୫ କୋଟି ଟଙ୍କା ପ୍ରଦାନ କରାଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande