ଜାତୀୟ ଆୟୁର୍ବେଦ ଦିବସର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 23 ସେପ୍ଟେମ୍ବର (ହି.ସ.)- ଜାତୀୟ ଆୟୁର୍ବେଦ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଜାତୀୟ ଆୟୁର୍ବେଦ ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ।
ଜାତୀୟ ଆୟୁର୍ବେଦ ଦିବସର     ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 23 ସେପ୍ଟେମ୍ବର (ହି.ସ.)- ଜାତୀୟ

ଆୟୁର୍ବେଦ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଜାତୀୟ ଆୟୁର୍ବେଦ ଦିବସ ଅବସରରେ

ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ସୁସ୍ଥ ଜୀବନଶୈଳୀ, ସନ୍ତୁଳିତ ଖାଦ୍ୟ

ସେବନ ସହ ଆୟୁର୍ବେଦର ପ୍ରୟୋଗ କରି ଆସନ୍ତୁ ଏକ ସୁସ୍ଥ ସମାଜ ଗଠନ କରିବା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande