ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର, 23 ସେପ୍ଟେମ୍ବର (ହି.ସ.) - ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି । ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି । ଶ୍ରୀମନ୍ଦିର ଭିତରକୁ ଯାଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବ
ମହାପ୍ରଭୁଙ୍କ ରତ୍ନ     ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ


ଭୁବନେଶ୍ୱର, 23 ସେପ୍ଟେମ୍ବର (ହି.ସ.)

- ମହାପ୍ରଭୁଙ୍କ

ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି । ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର

ପ୍ରକ୍ରିୟା ଆରମ୍ଭ ହୋଇଛି । ଶ୍ରୀମନ୍ଦିର ଭିତରକୁ ଯାଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି

ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ । ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ବନ୍ଦ ରହିଛି

ମହାପ୍ରଭୁଙ୍କ ଦର୍ଶନ । ଶୋଧ କରାଯିବ ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ । ମୁଖ୍ୟ ଦେଉଳ ତଥା

ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande