ଭୁବନେଶ୍ୱର, 24 ସେପ୍ଟେମ୍ବର (ହି.ସ.)-'ନବରାତ୍ରି'ର ତୃତୀୟ ଦିନରେ ମା' ଚନ୍ଦ୍ରଘଣ୍ଟାଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ
କହିଛନ୍ତି ଯେ, ପବିତ୍ର 'ନବରାତ୍ରି'ର
ତୃତୀୟ ଦିନରେ ମା' ଚନ୍ଦ୍ରଘଣ୍ଟାଙ୍କୁ
ମୋର ପ୍ରଣାମ ଜଣାଉଛି । ମା'ଙ୍କ ପାଖରେ ସମସ୍ତଙ୍କ ମଙ୍ଗଳ କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା