ଭୁବନେଶ୍ୱର, 24 ସେପ୍ଟେମ୍ବର (ହି.ସ.)
- ମାଡାମ୍
ଭିକାଜୀ କାମାଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ଭାରତୀୟ ମୁକ୍ତି ସଂଗ୍ରାମର ଅନନ୍ୟ
ଯୋଦ୍ଧା,
ମାଡାମ୍ ଭିକାଜୀ କାମାଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି
ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା