ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ନୂଆପଡ଼ା ଜିଲ୍ଲାର ନୂଆପଡ଼ାରେ ସର୍ବାଧିକ ୮୧.୮ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୫ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ନୂଆପଡ଼ା ଜିଲ୍ଲାର ନୂଆପଡ଼ାରେ ସର୍ବାଧିକ ୮୧.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡିରେ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ନୂଆପଡ଼ା ଜିଲ୍ଲାର ନୂଆପଡ଼ାରେ ସର୍ବାଧିକ ୮୧.୮ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୫ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ନୂଆପଡ଼ା ଜିଲ୍ଲାର ନୂଆପଡ଼ାରେ ସର୍ବାଧିକ ୮୧.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡିରେ ୭୫.୦ ମି.ମି., କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ୭୨.୦ ମି.ମି., ନବରଙ୍ଗପୁର ଜିଲ୍ଲାର ତେନ୍ତୁଳିଖୁଂଟିରେ ୭୨.୦ ମି.ମି., ବରଗଡ଼ ଜିଲ୍ଲାର ଝାରବନ୍ଧରେ ୬୫.୦ ମି.ମି., ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୫୮.୨ ମି.ମି., ନୂଆପଡ଼ା ଜିଲ୍ଲାର କୋମନାରେ ୫୮.୦ ମି.ମି., ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡିରେ ୫୫.୦ ମି.ମି., ନବରଙ୍ଗପୁରରେ ୫୩.୦ ମି.ମି., ରାଇଘରରେ ୫୧.୦ ମି.ମି., ବାଲେଶ୍ୱର ଜିଲ୍ଲାର ବାଲେଶ୍ୱରରେ ୪୮.୯ ମି.ମି., ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁର(ପିଟିଓ)ରେ ୪୫.୨ ମି.ମି. ଏବଂ ବରଗଡ଼ ଜିଲ୍ଲାର ପାଇକମାଳରେ ୪୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande