ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପଣ୍ଡିତ ଦିନଦୟାଲ ଉପଧ୍ୟାୟଙ୍କ 110 ତମ ଜୟନ୍ତୀ ପାଳିତ
ଭୁବନେଶ୍ୱର, 25 ସେପ୍ଟେମ୍ବର (ହି.ସ.) - ପଣ୍ଡିତ ଦିନଦୟାଲ ଉପଧ୍ୟାୟଙ୍କ 110 ତମ ଜୟନ୍ତୀ ଅବସରରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କର
ରାଜ୍ୟ ବିଜେପି     କାର୍ଯ୍ୟାଳୟରେ ପଣ୍ଡିତ ଦିନଦୟାଲ ଉପଧ୍ୟାୟଙ୍କ 110 ତମ ଜୟନ୍ତୀ ପାଳିତ


ଭୁବନେଶ୍ୱର, 25 ସେପ୍ଟେମ୍ବର (ହି.ସ.)

- ପଣ୍ଡିତ

ଦିନଦୟାଲ ଉପଧ୍ୟାୟଙ୍କ 110 ତମ ଜୟନ୍ତୀ ଅବସରରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସ୍ଵତନ୍ତ୍ର

କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ

କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏହାସହ

କାର୍ଯ୍ୟାଳୟ ପରିସରରେ ଆୟୋଜିତ ହୋଇଛି ସ୍ବଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ।ଉପ

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପରିସରକୁ ସଫେଇ କରିବା ସହ ଗଛ ଲଗାଇଛନ୍ତି । ଏହି ଅବସରରେ ଦଳର

ଏକାଧିକ ବିଧାୟକ ଓ କର୍ମକର୍ତ୍ତା ମାନେ ମଧ୍ୟ ଉପସ୍ଥିତ ଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande