୨୬ରୁ ୨୮ ତାରିଖ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ
ଭୁବନେଶ୍ୱର, ୨୬ ସେପ୍ଟେମ୍ବର (ହି.ସ.)- ସେପ୍ଟେମ୍ବର ୨୬ରୁ ୨୮ ତାରିଖ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିପାରେ । ୨୬ରୁ ୨୮ ତାରିଖ ଓଡ଼ିଶା ଉପକୂଳ ଓ ବାହାରେ ଓ ଉତରପଶ୍ଚିମ ଏବଂ କେନ୍ଦ୍ରିୟ ବଙ୍ଗୋପସାଗରରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ସ୍ଥଳ ବିଶେଷରେ ୬୦ କି.ମି.କୁ ଛୁଇଁପାରେ
୨୬ରୁ ୨୮ ତାରିଖ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ


ଭୁବନେଶ୍ୱର, ୨୬ ସେପ୍ଟେମ୍ବର (ହି.ସ.)- ସେପ୍ଟେମ୍ବର ୨୬ରୁ ୨୮ ତାରିଖ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିପାରେ । ୨୬ରୁ ୨୮ ତାରିଖ ଓଡ଼ିଶା ଉପକୂଳ ଓ ବାହାରେ ଓ ଉତରପଶ୍ଚିମ ଏବଂ କେନ୍ଦ୍ରିୟ ବଙ୍ଗୋପସାଗରରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ସ୍ଥଳ ବିଶେଷରେ ୬୦ କି.ମି.କୁ ଛୁଇଁପାରେ । ଏଣୁ ଏହି ସମୟରେ ମତ୍ସ୍ୟଜିବୀମାନଙ୍କୁ ସମୁଦ୍ରକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande