ନବରାତ୍ରୀର ପଞ୍ଚମ ଦିବସରେ ସ୍କନ୍ଦମାତାଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 26 ସେପ୍ଟେମ୍ବର (ହି.ସ.)- ନବରାତ୍ରୀର ପଞ୍ଚମ ଦିବସରେ ସ୍କନ୍ଦମାତାଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନବରାତ୍ରୀର ପଞ୍ଚମ ଦିବସରେ ଦେବୀ ସ୍କନ୍
ନବରାତ୍ରୀର ପଞ୍ଚମ ଦିବସରେ     ସ୍କନ୍ଦମାତାଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 26 ସେପ୍ଟେମ୍ବର (ହି.ସ.)- ନବରାତ୍ରୀର

ପଞ୍ଚମ ଦିବସରେ ସ୍କନ୍ଦମାତାଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ

ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନବରାତ୍ରୀର

ପଞ୍ଚମ ଦିବସରେ ଦେବୀ ସ୍କନ୍ଦମାତାଙ୍କୁ କୋଟି କୋଟି ପ୍ରଣାମ। ମା' ସ୍କନ୍ଦମାତା ସମସ୍ତଙ୍କୁ ଅନୁଗ୍ରହ କରନ୍ତୁ ଏବଂ ସୁଖ,ଶାନ୍ତି ଓ ସମୃଦ୍ଧି ପ୍ରଦାନ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande