ନବରାତ୍ରୀର ପଞ୍ଚମ ଦିବସରେ ସ୍କନ୍ଦମାତାଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 26 ସେପ୍ଟେମ୍ବର (ହି.ସ.)- ନବରାତ୍ରୀର ପଞ୍ଚମ ଦିବସରେ ସ୍କନ୍ଦମାତାଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ‘ନବରାତ୍ରି’ର ପଞ୍ଚମ ଦିନରେ
ନବରାତ୍ରୀର ପଞ୍ଚମ ଦିବସରେ     ସ୍କନ୍ଦମାତାଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 26 ସେପ୍ଟେମ୍ବର (ହି.ସ.)- ନବରାତ୍ରୀର

ପଞ୍ଚମ ଦିବସରେ ସ୍କନ୍ଦମାତାଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ

ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପବିତ୍ର

‘ନବରାତ୍ରି’ର ପଞ୍ଚମ ଦିନରେ ମା’ ସ୍କନ୍ଦମାତାଙ୍କୁ ପ୍ରଣାମ । ମା'ଙ୍କ ନିକଟରେ ଜଗତର କଲ୍ୟାଣ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande