ଶିକ୍ଷାବିତ୍ ଈଶ୍ୱର ଚନ୍ଦ୍ର ବିଦ୍ୟାସାଗରଙ୍କୁ ନମନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 26 ସେପ୍ଟେମ୍ବର (ହି.ସ.) - ଶିକ୍ଷାବିତ୍ ଈଶ୍ୱର ଚନ୍ଦ୍ର ବିଦ୍ୟାସାଗରଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ମହାନ ସମାଜ ସଂସ୍କାରକ, ଶିକ୍ଷାବିତ୍ ଈଶ୍ୱର ଚନ୍ଦ୍ର ବିଦ୍ୟାସାଗ
ଶିକ୍ଷାବିତ୍ ଈଶ୍ୱର     ଚନ୍ଦ୍ର ବିଦ୍ୟାସାଗରଙ୍କୁ ନମନ କଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 26 ସେପ୍ଟେମ୍ବର (ହି.ସ.)

- ଶିକ୍ଷାବିତ୍

ଈଶ୍ୱର ଚନ୍ଦ୍ର ବିଦ୍ୟାସାଗରଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ମହାନ ସମାଜ ସଂସ୍କାରକ, ଶିକ୍ଷାବିତ୍ ଈଶ୍ୱର ଚନ୍ଦ୍ର ବିଦ୍ୟାସାଗରଙ୍କ ଜୟନ୍ତୀରେ ବିନମ୍ର

ଶ୍ରଦ୍ଧାଞ୍ଜଳି ଜଣାଉଛି। କୁସଂସ୍କାର, ଅସମାନତା ଦୂର କରି ଏକ ସୁସ୍ଥ ସମାଜ ଗଠନରେ ତାଙ୍କର ଅବଦାନ ଅତୁଳନୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande