ଭୁବନେଶ୍ୱର, 26 ସେପ୍ଟେମ୍ବର (ହି.ସ.)- ନବରାତ୍ରୀର
ପଞ୍ଚମ ଦିବସରେ ମା' ପାଟଣେଶ୍ୱରୀଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି
ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମା' ପାଟଣେଶ୍ୱରୀଙ୍କ କୃପାରୁ ଆପଣମାନଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ, ନବରାତ୍ରିର ପଞ୍ଚମ ଦିବସ ଅବସରରେ ମୋର ଏତିକି ପ୍ରାର୍ଥନା ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା