ସୁବର୍ଣ୍ଣପୁର ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ଦ୍ୱାରା ଜିଲ୍ଲା ସ୍ତରୀୟ ଘରୋଇ ହିଂସାରୁ ମହିଳାମାନଙ୍କୁ ସୁରକ୍ଷା ଅଧିନିୟମ - ୨୦୦୫ ସମ୍ବନ୍ଧୀୟ ତାଲିମ ଶିବିର ଅନୁଷ୍ଠିତ
ସୋନପୁର, ୨୬ ସେପ୍ଟେମ୍ବର(ହି.ସ.) – ପୂର୍ବାହ୍ନ ୧୦.୩୦ ଘଟିକା ସମୟରେ ସୁବର୍ଣ୍ଣପୁର ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ଦ୍ୱାରା ଜିଲ୍ଲାସ୍ତରୀୟ ଘରୋଇ ହିଂସାରୁ ମହିଳାମାନଙ୍କୁ ସୁରକ୍ଷା ଅଧିନିୟମ - ୨୦୦୫ ସମ୍ବନ୍ଧୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ତାଲିମ ଶିବିରରେ ମୁଖ୍ୟ
ସୁବର୍ଣ୍ଣପୁର ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ଦ୍ଵାରା ଜିଲ୍ଲା ସ୍ତରୀୟ ଘରୋଇ ହିଂସାରୁ ମହିଳାମାନଙ୍କୁ ସୁରକ୍ଷା ଅଧିନିୟମ - ୨୦୦୫ ସମ୍ବନ୍ଧୀୟ ତାଲିମ ଶିବିର ଅନୁଷ୍ଠିତ।

ସୋନପୁର, ୨୬ ସେପ୍ଟେମ୍ବର(ହି.ସ.) – ପୂର୍ବାହ୍ନ ୧୦.୩୦ ଘଟିକା ସମୟରେ ସୁବର୍ଣ୍ଣପୁର ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ଦ୍ୱାରା ଜିଲ୍ଲାସ୍ତରୀୟ ଘରୋଇ ହିଂସାରୁ ମହିଳାମାନଙ୍କୁ ସୁରକ୍ଷା ଅଧିନିୟମ - ୨୦୦୫ ସମ୍ବନ୍ଧୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ତାଲିମ ଶିବିରରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର, ସମ୍ମାନିତ ଅତିଥି ଭାବରେ ଶ୍ରୀମତି ରଞ୍ଜିତା ସାହୁ, ସଦସ୍ୟା ଜିଲ୍ଲା କିଶୋର ନ୍ୟାୟ ବୋର୍ଡ, ସୁବର୍ଣ୍ଣପୁର, ଶ୍ରୀମତି ସଞ୍ଜୁ କୁମାରୀ ସାହୁ, ଜିଲ୍ଲା ନିୟୋଜନ ଓ ଦକ୍ଷତା ବିକାଶ ଅଧିକାରୀ, ସୁବର୍ଣ୍ଣପୁର ଯୋଗଦାନ କରିଥିଲେ। ଶ୍ରୀ ଶଙ୍କର୍ଷଣ ପଣ୍ଡା, ଅଧ୍ୟକ୍ଷ ଜିଲ୍ଲା ଶିଶୁ ସୁରକ୍ଷା କମିଟି, ସୁବର୍ଣ୍ଣପୁର, ଜିଲ୍ଲା ଶିଶୁ ସୁରକ୍ଷା କମିଟିର ସଦସ୍ୟ ଶ୍ରୀ ହେମନ୍ତ କୁମାର ସା, ଶିଶୁ ସହାୟତା ହେଲ୍ପ ଲାଇନ ସଂଯୋଜକ ଶ୍ରୀ ସୁଜିତ୍ କୁମାର ମିଶ୍ର, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀମତି ସଂଯୁକ୍ତ ମାଝୀ, ଜିଲ୍ଲା ପଂଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ସୁବର୍ଣ୍ଣପୁର, ଶ୍ରୀ ଅର୍ଜୁନ ମାଝୀଙ୍କ ସମେତ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଗୁଡ଼ିକର ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ, କର୍ମଚାରୀ ବୃନ୍ଦ, ମହିଳା ପରିଦର୍ଶିକା ବୃନ୍ଦ, ଅଙ୍ଗନବାଡ଼ି କର୍ମୀ ବୃନ୍ଦ, ସୁବର୍ଣ୍ଣପୁର ଜିଲ୍ଲାର ମହିଳାମାନେ ଉପସ୍ଥିତ ଥିଲେ। ଏହି ତାଲିମ ଶିବିରକୁ ଶ୍ରୀମତି ବାସନ୍ତୀ ଭୋଇ, ଶିଶୁ ସୁରକ୍ଷା ଅଧିକାରୀ, ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ, ସୁବର୍ଣ୍ଣପୁର ପରିଚଳନ କରିଥିଲେ।

ହିନ୍ଦୁସ୍ଥାନ ସମାଚାର/ଗୋପବନ୍ଧୁ/ବୀଣାପାଣି

.......................................

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ

 rajesh pande